ପୁରୀ (ଏଟିଆର ବ୍ୟୁରୋ): ଆଜି ଶ୍ରୀମନ୍ଦିରରେ ହରିଶୟନ ଏକାଦଶୀ ନୀତି ଅନୁଷ୍ଠିତ ହେବ । ବିଧି ମୁତାବକ, ତିନି ଜଣ ପୂଜାପଣ୍ଡା, ଶୟନ ଠାକୁର ତିନି ମୂର୍ତ୍ତି ସୁବର୍ଣ୍ଣ ପ୍ରତିମାକୁ ଆଣି ବିଜେ କରନ୍ତି । ବଡଠାକୁରଙ୍କ ସ୍ଥାନରେ ବାସୁଦେବ, ମା ସୁଭଦ୍ରାଙ୍କ ସ୍ଥାନରେ ଭୁବନେଶ୍ୱରୀ ଏବଂ କାଳିଆ ସାଆନ୍ତଙ୍କ ସ୍ଥାନରେ ଶ୍ରୀ ନାରାୟଣଙ୍କୁ ଆଣି ବିଜେ କରିବାର ବିଧି ରହିଛି । ସେଠାରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବା ପରେ ଶୟନ ନୀତି ଅନୁଷ୍ଠିତ ହୋଇଥାଏ ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024