ପୁରୀ (ଏଟିଆର ବ୍ୟୁରୋ): ଆଜି ଶ୍ରୀମନ୍ଦିରରେ ହରିଶୟନ ଏକାଦଶୀ ନୀତି ଅନୁଷ୍ଠିତ ହେବ । ବିଧି ମୁତାବକ, ତିନି ଜଣ ପୂଜାପଣ୍ଡା, ଶୟନ ଠାକୁର ତିନି ମୂର୍ତ୍ତି ସୁବର୍ଣ୍ଣ ପ୍ରତିମାକୁ ଆଣି ବିଜେ କରନ୍ତି । ବଡଠାକୁରଙ୍କ ସ୍ଥାନରେ ବାସୁଦେବ, ମା ସୁଭଦ୍ରାଙ୍କ ସ୍ଥାନରେ ଭୁବନେଶ୍ୱରୀ ଏବଂ କାଳିଆ ସାଆନ୍ତଙ୍କ ସ୍ଥାନରେ ଶ୍ରୀ ନାରାୟଣଙ୍କୁ ଆଣି ବିଜେ କରିବାର ବିଧି ରହିଛି । ସେଠାରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବା ପରେ ଶୟନ ନୀତି ଅନୁଷ୍ଠିତ ହୋଇଥାଏ ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024