ପୁରୀ (ଏଟିଆର ବ୍ୟୁରୋ); ରାତି ପାହିଲେ ବିଶ୍ୱନିଅନ୍ତାଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଁଚିଥିବା ବେଳେ ରଥ ପଥ ସବୁକିଛି ପ୍ରସ୍ତୁତ ହୋଇଛି । ତିନି ରଥରେ ଅଜ୍ଞାମାଳ ବିଜେ ହେବା ପରେ ରଥଖଳାରୁ ରଥ ଭିଡାଯାଇ ସିଂହଦ୍ୱାର ସମ୍ମୁଖରେ ଲଗାଯାଇଛି । ଏହାପରେ ତିନିରଥ ତଥା ନନ୍ଦିଘୋଷ, ତାଳଧ୍ୱଜ ଏବଂ ଦର୍ପଦଳନ ଶ୍ରୀଜିଉଙ୍କ ଆଗମନଙ୍କୁ ଅପେକ୍ଷା କରି ରହିଛନ୍ତି । କିଭଳି ରାତି ପାହିବ ଆଉ ଶ୍ରୀଜିଉ ଆସି ରଥାରୁଢ ହେବେ ।
ସୂଚନାଯୋଗ୍ୟ, ଆଜି ସକାଳ ଧୂପ ବଢିବା ପରେ ତିନି ରଥକୁ ଆଜ୍ଞା ମାଳା ବିଜେ କରାଯାଇଥିଲା । । ଏହାପରେ ତିନି ରଥକୁ ଗୋଟି ଗୋଟି କରି ରଥଖଳାରୁ ସିଂହଦ୍ୱାର ରେ ଟଣା ଯାଇ ଲଗାଯାଇଥିଲା । ପ୍ରଥମେ ନନ୍ଦିଘୋଷ ରଥ ତାପରେ ଦର୍ପର୍ଦଳନ ଏବଂ ଶେଷରେ ତାଳଧ୍ୱଜ ରଥକୁ ଟଣାଯାଇ ସିଂହଦ୍ୱାର ସମ୍ମୁଖରେ ଲଗାଯାଇଥିଲା ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024