ପୁରୀ (ଏଟିଆର): ଆଜି ପବିତ୍ର ବିଶ୍ୱପ୍ରସିଦ୍ଧ ରଥଯାତ୍ରା ବା ଘୋଷଯାତ୍ରା । ଦୀର୍ଘ ଦୁଇ ବର୍ଷ ପରେ ଭକ୍ତଙ୍କ ମଧ୍ୟରେ ଅନୁଷ୍ଠିତ ହେଉଛି ରଥଯାତ୍ରା । ସିଂହଦ୍ୱାର ସାମ୍ନାରେ ଚତୁର୍ଦ୍ଧାମୂରତୀଙ୍କ ଅପେକ୍ଷାରେ ରଥତ୍ରୟ । ନିର୍ଦ୍ଧାରିତ ସମୟ ପୂର୍ବରୁ ନୀତିକାନ୍ତି ଆଗେଇ ଚାଲିଥିବା ବେଳେ ଚତୁର୍ଦ୍ଧାମୂରତୀଙ୍କ ପହଣ୍ଡି ଆରମ୍ଭ ହୋଇଯାଇଛି । ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି ଆରମ୍ଭ ହୋଇଛି । ଗୋଟି ପହଣ୍ଡିରେ ରଥକୁ ବିଜେ କରୁଛନ୍ତି ସୁଦର୍ଶନ ମହାପ୍ରଭୁ ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024