ପୁରୀ (ଏଟିଆର ବ୍ୟୁରୋ); ବଡ ଭାଇ ବଳଭଦ୍ରଙ୍କ ରଥ ଆଗରେ ଚାଲିଥିବା ବେଳେ ଏବେ ଶ୍ରୀମନ୍ଦିର ଅଭିମୁଖେ ବାହାରିଛନ୍ତି ଭଗିନୀ ସୁଭଦ୍ରା । ଆରମ୍ଭ ହେଲା ରଥ ଟଣା । ଭକ୍ତମାନେ ବ୍ୟାକୁଳ ହୋଇ ରଥ ଟାଣିବା ପାଇଁ ଚାହିଁ ବସିଥିଲେ । ସବୁ ପ୍ରତିକ୍ଷାର ଅନ୍ତ ଘଟିଛି । ଘଣ୍ଟ ଘଣ୍ଟା ହୁଳ ହୁଳିରେ ପ୍ରକମ୍ପିତ ହେଉଛି ବଡଦାଣ୍ଡ । ଶେଷରେ ବାହାରିବେ କାଳିଆ ସାଆନ୍ତେ । ଶ୍ରୀମନ୍ଦିର ଅଭିମୁଖେ କରିବେ ଯାତ୍ରା । ମାଉସୀ ମାଙ୍କ ଘରେ ୮ଦିନ ରହିବା ପରେ ପୁଣିଥରେ ଶ୍ରୀମନ୍ଦିରକୁ ଫେରି ଯାଉଛନ୍ତି ମହାପ୍ରଭୁ ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024