ଭୁବେନେଶ୍ୱର (ଏଟିଆର ବ୍ୟୁରୋ); ଭାରତର ପାରିବାରିକ ପ୍ରତିଦ୍ୱନ୍ଦୀ ପାକିସ୍ଥାନ ଆଜି ବେଲଜିୟମକୁ ଭେଟିବ । ଲିଗ ମ୍ୟାଚ ସରିବା ପରେ କ୍ରସ ଓଭର ମ୍ୟାଚରେ ଦୁଇ ଦଳ ମଧ୍ୟରେ କଡାମୁକାବିଲା ଦେଖିବାକୁ ମିଳିବ । କାରଣ ଏହି ମ୍ୟାଚ ଉପରେ ଦଳ କ୍ୱାଟର ଫାଇନାଲକୁ ଯିବ କି ନାଇଁ ତାହା ଭରଷା କରେ । ଏଣୁ ଉଭୟ ଦଳ କର ବା ମର ପରିସ୍ଥିତିରେ ପଡିଆକୁ ଓହ୍ଲାଇବେ । ଏହି ଦୁଇ ଦଳ ମଧ୍ୟରୁ ଯେଉଁ ଦଳ ଜିତିବ ସେ କ୍ୱାଟରଫାଇନାଲରେ ଜାପାନକୁ ଭେଟିବ । ସେହିପରି ଦ୍ୱିତୀୟ ମ୍ୟାଚ୍ରେ ମୁହାଁମୁହିଁ ହେବେ ନେଦରଲ୍ୟାଣ୍ଡ ଓ କାନାଡ଼ା । ବିଜୟୀ ଦଳ ଭାରତ ସହ କ୍ୱାର୍ଟର ଫାଇନାଲ୍ ଲଢ଼େଇରେ ସାମନା ସାମନି ହେବ । ଏଣୁ ଦ୍ୱିତୀୟ ମ୍ୟାଚ ଉପରେ ଭାରତର ଭାଗ୍ୟ ଭବିଷ୍ୟତ ନିର୍ଭର କରେ ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024