ଲଣ୍ଡନ (ଏଟିଆର ବ୍ୟୁରୋ); ସେମିଫାଇନାଲର ପ୍ରଥମରୁ ଭାରତୀୟ ଦୃତ ବୋଲର କମାଲ କରିଛନ୍ତି । ବୁମରା ନ୍ୟୁଜିଲାଣ୍ଡର ଅଭିଜ୍ଞ ବ୍ୟାଟ୍ସମ୍ୟାନ ମାର୍ଟିନ ଗପ୍ଟିଲଙ୍କୁ ଆଉଟ କରାଇ ପାଭିଲୟନ ପଠାଇ ଦେଇଛନ୍ତି । ରିପୋର୍ଟ ପ୍ରକାଶିତ ହେବା ଭିତରେ ନ୍ୟୁଜିଲାଣ୍ଡ ୮ ରନ କରି ଗୋଟିଏ ମୂଲ୍ୟବାନ ୱିକେଟ ହରାଇଛି । ବୁମରା ୨ ଓଭର ବୋଲିଂ କରି ମାତ୍ର ୨ରନ ବ୍ୟୟ କରି ଗୋଟିଏ ୱିକେଟ ଅକ୍ତିଆର କରିଛନ୍ତି । ଆଜି ଭାରତ ବୋଲିଂରେ ମୁଖ୍ୟତଃ ବୁମରାଙ୍କ ଉପରେ ଭରଷା କରିବ ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024