ବିଶିଷ୍ଟ ହକି ଖେଳାଳି ସ୍ୱର୍ଗତ ଧାନଚାନ୍ଦଙ୍କ ଜନ୍ମ ଦିନ ଅବସରରେ ଏହି ଦିବସ ପାଳିତ ହୋଇ ଆସୁଛି । ଏହି ଅବସରରେ ୟୁନିଟ-୯ ସ୍ଥିତ ବାଳିକା ଉଚ୍ଚ ବିଦ୍ୟାଳୟରେ ପାଳିତ ହୋଇ ଯାଇଛି ଜାତୀୟ କ୍ରୀଡା ଦିବସ । ଆଜି ସକାଳେ ବିଦ୍ୟାଳୟ ପରିସରରେ ଫୁଟୁବଲ, କବାଡି ଓ ଖୋ ଖୋ ପ୍ରତିଯୋଗିତା ଅନୁଷ୍ଠିତ ହୋଇ ଯଇଛି । ବଭିନ୍ନ କ୍ଲବରୁ ଖେଳାଳି ମାନେ ପ୍ରତିଯୋଗିତରରେ ଭାଗ ନେଇଛନ୍ତି । ଏଥିରେ ମୁଖ୍ୟ ଅତିଥି ଭାବେ ୟୁନିଟ-୬ ଆଥଲେଟିକ୍ କ୍ଲବର ସମ୍ପାଦକ ଦିଲୀପ କୁମାର ଦାଶ, ଉପ ସମ୍ପାଦକ ପ୍ରଫୁଲ୍ଲ ମିଶ୍ର, ସ୍କୁଲ ପ୍ରଧାନ ଶିକ୍ଷକ ଗିରିଶ ଚନ୍ଦ୍ର ମହାପାତ୍ର ପ୍ରମୁଖ ଯୋଗ ଦେଇଥିଲେ । ଏହି ଦିବସ ପାଳନ କରିବା ପାଇଁ ରାଜ୍ୟ ସରକାର ସମସ୍ତ ସରକାରୀ ସ୍କୁଲକୁ ମଧ୍ୟ ପୂର୍ବରୁ ଚିଠି ମାଧ୍ୟମରେ ଜଣାଇଛନ୍ତ ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024