କଟକ (ଏଟିଆର ବ୍ୟୁରୋ): ପୁରୁଷ ହକି ବିଶ୍ୱକପ୍ ର ଆଜି ଉଦଘାଟନୀ ଉତ୍ସବ । କମ୍ପିବ କଟକ ବାରବାଟୀ ଷ୍ଟାଡିୟମ । ସନ୍ଧ୍ୟାରେ ସାଂସ୍କୃତିକ ଓ ରଙ୍ଗାରଙ୍ଗ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମେତ ଦେଶ ବିଦେଶରୁ ଅତିଥିମାନେ ଯୋଗ ଦେବେ । ସେହିପରି ବଲିଉଡ ଷ୍ଟାର ରଣବୀର ସିଂ, ଦିଶା ପଟାନୀ, ମନିଷ ପଲ୍, ଏବଂ ଓଲିଉଡର ସବ୍ୟସାଚୀ ଓ ଅର୍ଚ୍ଚିତା ଏହି ଉତ୍ସବରେ ସାମିଲ ହେବେ ।
ସେପଟେ ଉଦଘାଟନୀ ଉତ୍ସବ ପାଇଁ ସଜେଇ ହୋଇଛି ସିଲଭର ସିଟି କଟକ । ରାସ୍ତା ଘାଟ ସବୁଠି ସୌନ୍ଦର୍ଯ୍ୟର ପସରା । ବିଭିନ୍ନ ଛକରେ ଲାଗିଛି ତୋରଣ ସାଙ୍ଗକୁ ବଡ ବଡ ହୋଡିଂ ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024