ବିଗୁଡୁଛି ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ୱାସ୍ଥ୍ୟାବସ୍ଥା , ଚିନ୍ତାରେ ଝିଅ
ନୂଆ ଦିଲ୍ଲୀ():ଗତ କିଛିଦିନ ପୂର୍ବରୁ ଭାରତର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ଅସୁସ୍ଥତା ପାଇଁ ମେଡିକାଲରେ ଭର୍ତ୍ତି ହୋଇଥିଲେ ଓ ତାଙ୍କ କୋରୋନା ରିପୋର୍ଡ ପଜିଟିଭ ଆସିଥିଲା। ତେବେ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଏବେ କୌଣସି ...