ବାହାନଗା ଟ୍ରେନ ଦୁର୍ଘଟଣା: ମୃତକଙ୍କ ସମ୍ପର୍କୀୟଙ୍କୁ ସିଧା ଏମ୍ସ ଆସିବାକୁ ରେଳବାଇ ର ପରାମର୍ଶ
ଭୁବନେଶ୍ୱର (ଏଟିଆର ବ୍ୟୁରୋ): ବାହାନଗା ଟ୍ରେନ ଦୁର୍ଘଟଣାରେ ମୃତକଙ୍କୁ ଚିହ୍ନଟ କରିବା ପାଇଁ ଅନ୍ୟ ହସ୍ପିଟାଲ ନୁହେଁ କେବଳ ଭୁବନେଶ୍ୱର ଏମ୍ସ ହସ୍ପିଟାଲ ଆସିବାକୁ ପୂର୍ବତଟ ରେଳପଥ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ...