ODISHA ରାଜ୍ୟରେ ସାଢେ ୩ କୋଟି ଲୋକଙ୍କୁ ମିଳିବ ସ୍ମାର୍ଟ ହେଲଥ୍ କାର୍ଡ ATRNEWS BUREAU 15 Aug 2021 ଭୁବନେଶ୍ୱର(ଏଟିଆର ବ୍ୟୁରୋ): ଆଜି ରାଜଧାନୀ ଭୁବନେଶ୍ୱରସ୍ଥିତ ପଦର୍ଶନୀ ପଡିଆରେ ୭୫ତମ ସ୍ୱାଧୀନତା ଦିବସ ପାଳନ ହୋଇଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ବଡ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ... Read More »