ତୃତୀୟ ଲହରକୁ ଦୃଷ୍ଟିରେ ରଖି ଟେଷ୍ଟ କିଟ୍ , ଔଷଧ ମହଜୁଦ ରଖିବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଜାରି ରହିଛି କରୋନା ଦ୍ୱିତୀୟ ଲହର ଆଗକୁ ସମ୍ଭାବ୍ୟ ତୃତୀୟ ଲହରକୁ ଦୃଷ୍ଟିରେ ରଖି ମୁକାବିଲା ପାଇଁ ପ୍ରସ୍ତୁତ ହେଲେଣି ରାଜ୍ୟ ସରକାର । ଏହାସହିତ ଏଥିପ୍ରତି ସଜାଗ ...