ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ନାଗରିକ ସମ୍ମାନରେ ସମ୍ମାନୀତ କଲେ ଫ୍ରାନ୍ସ ରାଷ୍ଟ୍ରପତି
ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦୁଇ ଦିନିଆ ଫ୍ରାନ୍ସ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଥମ ଦିନରେ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନଙ୍କୁ ପ୍ରଧାନମନ୍ତ୍ରୀ ମୋଦି ସାକ୍ଷାତ କରି ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି । ...