କରୋନା ସଂକ୍ରମିତ ଶିଶୁଙ୍କ ଚିକିତ୍ସାରେ ରେମଡେସିଭୀର ବ୍ୟବହାର ନକରିବା ପାଇଁ କେନ୍ଦ୍ରର ନିର୍ଦ୍ଦେଶ
ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ କରୋନାର ତୃତୀୟ ଲହରୀକୁ ଦୃଷ୍ଟିରେ ରଖି ଏଥିରୁ ରକ୍ଷା ପାଇବା ପାଇଁ ଅଣ୍ଟା ଭିଡିଛନ୍ତି କେନ୍ଦ୍ର ସରକାର । ବିଶେଷଜ୍ଞଙ୍କ ମତରେ ଯଦି କରୋନାର ତୃତୀୟ ଲହର ଆସେ ...