ସ୍ୱାସ୍ଥ୍ୟ କର୍ମୀଙ୍କ ବୀମା ଯୋଜନାକୁ ଏକ ବର୍ଷ ପାଇଁ ବୃଦ୍ଧି କଲେ ସରକାର
ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ମହାମାରୀ କରୋନା ବିପକ୍ଷରେ ଲଢୁଥିବା ସ୍ୱାସ୍ଥ୍ୟ କର୍ମୀଙ୍କୁ ଆଶ୍ୱସ୍ତି ପ୍ରଦାନ କରିଛନ୍ତି ସରକାର । ସ୍ୱାସ୍ଥ୍ୟସେବା କର୍ମଚାରୀଙ୍କ ପାଇଁ ବୀମା ଯୋଜନାକୁ ଏକ ବର୍ଷ ପାଇଁ ବୃଦ୍ଧି କରିଛନ୍ତି ସରକାର ...