ଭାରତ ତୈଳ ଓ ଗ୍ୟାସ କ୍ଷେତ୍ରରେ ୨୦୨୪ ସୁଦ୍ଧା ୧୦୦ ବିଲିୟନ ଡଲାର ପୁଞ୍ଜିନିବେଶ କରିବ
ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ୨୦୨୪ ସୁଦ୍ଧା ଭାରତ ପାଇପ ଲାଇନ, ରିଫାଇନିଂ ଏବଂ ଗ୍ୟାସ ଟର୍ମିନାଲରେ ୧୦୦ ବିଲିୟନ ଡଲାର ପୁଞ୍ଜିନିବେଶ କରିବାକୁ ଯାଉଛି ବୋଲି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ କହିଛନ୍ତି ...