ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ରୋଜଗାର ଯୋଜନା ପାଇଁ ସରକାର ୧୦ ହଜାର କୋଟି ଅତିରିକ୍ତ ଆବଣ୍ଟନ କରିବେ
ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ମହାମାରୀ କରୋନା କାଳ ମଧ୍ୟରେ ଗ୍ରାମୀଣ ରୋଜଗାରକୁ ବୃଦ୍ଧି କରାଇବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ରୋଜଗାର ଯୋଜନା ପାଇଁ ୧୦ ହଜାର କୋଟି ଟଙ୍କା ...