ହିଜାବ ବିବାଦରେ ତୁରନ୍ତ ଶୁଣାଣି କରିବାକୁ ମନା କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): କର୍ଣ୍ଣାଟକ ହିଜାବ ମାମଲାର ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। କର୍ଣ୍ଣାଟକ ହାଇକୋର୍ଟଙ୍କ ନିଷ୍ପତ୍ତି ବିରୋଧରେ ପିଟିସନ ଦାଖଲ କରିଥିବା ଛାତ୍ରୀମାନଙ୍କ ପକ୍ଷରୁ ବରିଷ୍ଠ ଓକିଲ ଦେବଦତ୍ତ କାମତ ...