ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀଙ୍କ ସମେତ ସମସ୍ତ ବିଧାୟକ ଏବଂ ସରକାରୀ ଅଧିକାରୀଙ୍କ ବେତନରୁ ୬୦ ପ୍ରତିଶତ ହ୍ରାସ
ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): କରୋନାର ଲକ୍ ଡାଉନ ଅବସରରେ ମହାରାଷ୍ଟ୍ର ସରକାର ଏକ ବଡ ନିଷ୍ପତି ନେଇଛନ୍ତି । ରାଜସ୍ୱ ପ୍ରାପ୍ତିରେ ହ୍ରାସ କୁ ଦୃଷ୍ଟିରେ ରଖି ଜନପ୍ରତିନିଧି ଏବଂ ସରକାରୀ କର୍ମଚାରୀଙ୍କ ବେତନ ...