ନିଟ୍-ପିଜି କାଉନସିଲିଂ ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ
ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ନିଟ୍-ପିଜି କାଉନସିଲିଂ ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟଙ୍କ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଓବିସି, ଇଡବ୍ଲୁସି ସଂରକ୍ଷଣ ବୈଧତାକୁ ନେଇ ପ୍ରଶ୍ନ ଉଠିଛି । ସରକାର ସର୍ବଭାରତୀୟ କୋଟାରେ ...