ରାଜଧାନୀ ଭୁବନେଶ୍ୱରରେ ଘରୋଇ ଲ୍ୟାବରେ କୋଭିଡ ଟେଷ୍ଟ ର ମୂଲ୍ୟ ଧାର୍ଯ୍ୟ କଲେ ରାଜ୍ୟ ସରକାର
ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଘରୋଇ ଲ୍ୟାବରେ କରୋନା ଟେଷ୍ଟ ପାଇଁ ମୂଲ୍ୟ ଧାର୍ଯ୍ୟ କରାଯାଇଛି । ...