ପର୍ବପର୍ବାଣୀରେ କରୋନା ବଢିବାର ଆଶଙ୍କା ଥିବାରୁ ସତର୍କ ରହିବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପରାମର୍ଶ
ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଏବେ ପୁଣି ଥରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ଦେଖିବାକୁ ମିଳିଛି । ଗତକାଲି ଆକ୍ରାନ୍ତଙ୍କ ସଂଖ୍ୟା ୩୦ ଛୁଇଁଥିବା ବେଳେ ଆଜି ୨୦ ଜଣ ନୂତନ ଆକ୍ରାନ୍ତ ...