କରୋନାର ଏବେକାର ସ୍ଥିତିରେ ଆମେ ଭଲ ଆଡକୁ ଯାଉଛେ: ରାଜ୍ୟ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ୱର (ଏଟିଆର ବ୍ୟୁରୋ): କୋଭିଡ ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ କହିଛନ୍ତି କି କୋଭିଡ ସ୍ଥିତିକୁ ଦେଖି କିଛି ରାଜ୍ୟ ଅତିରିକ୍ତ କଟକଣା ଲଗାଇଛନ୍ତି ...