ODISHA ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ATRNEWS BUREAU 26 Apr 2024 ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଓଡିଶାରେ ଦ୍ୱିତୀୟ ପର୍ଯ୍ୟାୟ ନର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟ ନିର୍ବାଚନ କମିଶନରଙ୍କ ପକ୍ଷର ବିଜ୍ଞପ୍ତି ପ୍ରକାଶ ପାଇଛି । ସେହିଅନୁଯାୟୀ, ଆଜିଠୁ ମେ ମାସ ୩ ... Read More »