ନିର୍ବାଚନ ପାଇଁ ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ବ୍ରହ୍ମପୁର (ଏଟିଆର ବ୍ୟୁରୋ): ୨୦୨୪ ନିର୍ବାଚନ ପାଇଁ ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ହିଞ୍ଜିଳିରେ ସୁପ୍ରିମୋଙ୍କୁ ଫୁଲ ମାଳ ଦେଇ ସ୍ୱାଗତ କରିଛନ୍ତି ଦଳୀୟ କର୍ମୀ । ...