EDUCATION ଆସନ୍ତାକାଲିଠୁ ୩ ଦିନ ଯାଏଁ ରାଜ୍ୟର ସମସ୍ତ ସ୍କୁଲ ଛୁଟି ଘୋଷଣା ATRNEWS BUREAU 17 Apr 2024 ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଆଜିଠୁ ଆହୁରି ବୃଦ୍ଧି ହେବ ଗ୍ରୀଷ୍ମକୋପ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏକ ବଡ ନିଷ୍ପତି ନେଇଛନ୍ତି । ଆସନ୍ତାକାଲି ... Read More »