ରାଜ୍ୟରେ ଆୟୁଷ୍ମାନ ଯୋଜନା ଲାଗୁ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଓଡିଶା ଏବଂ ଓଡିଆବାସୀଙ୍କ ପାଇଁ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟ୍ୱିଟ୍ କରି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁରୋଧ କରିଛନ୍ତି ...