ଅର୍ଥମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀଙ୍କୁ ସ୍ୱାସ୍ଥ୍ୟ ବିଭାଗ ଦାୟିତ୍ୱ
ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଏବେ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ସମ୍ଭାଳିବେ ଅର୍ଥମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ । ନୂଆ ସ୍ୱାସ୍ଥ୍ୟମନ୍ତ୍ରୀ ହେଲେ ନିରଞ୍ଜନ ପୂଜାରୀ । ରବିବାର ଗୁଳିମାଡରେ ସ୍ୱାସ୍ଥ୍ୟ ମନ୍ତ୍ରୀ ...