ଜୟନ୍ତି ପଟ୍ଟନାୟକଙ୍କ ଦେହାନ୍ତରେ ଶୋକପ୍ରକାଶ କଲେ ରାଷ୍ଟ୍ରପତି, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପୂର୍ବତନ ସାଂସଦ ଜୟନ୍ତି ପଟ୍ଟନାୟକଙ୍କ ବିୟୋଗରେ ରାଷ୍ଟ୍ରପତି , ରାଜ୍ୟପାଳ, ଓ ମୁଖ୍ୟମନ୍ତ୍ରୀ ଶୋକ ବ୍ୟକ୍ତ କରିଛନ୍ତି । ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀବଲ୍ଲଭ ପଟ୍ଟନାୟକଙ୍କ ପତ୍ନୀ ହେଉଛନ୍ତି ଜୟନ୍ତି ...