ବିଜେଡିର ପଞ୍ଚମ ପ୍ରାର୍ଥୀ ତାଲିକା ଘୋଷଣା, କଣ୍ଟାବାଞ୍ଜିରୁ ଲଢିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର (ଏଟିଆର ବ୍ୟୁରୋ): ବିଜେଡିର ପଞ୍ଚମ ପ୍ରାର୍ଥୀ ତାଲିକା ଘୋଷଣା ହୋଇଛି । କଣ୍ଟାବାଞ୍ଜିରୁ ଲଢିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଘୋଷଣା ହୋଇଥିବା ତାଲିକା ଅନୁଯାୟୀ, କଣ୍ଟାବାଞ୍ଜିରୁ ନବୀନ ପଟ୍ଟନାୟକ, ଚିତ୍ରକୋଣ୍ଡାରୁ ଲକ୍ଷ୍ମୀପ୍ରିୟା ...