ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ପ୍ରବଳ ବର୍ଷା ବିଭିନ୍ନ ଜିଲ୍ଲା ପାଇଁ ଜାରି ହେଲା ସତର୍କ ସୂଚନା
ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି । ସେପଟେ ବଙ୍ଗୋପସାଗରର ଉତ୍ତର ଉପକୂଳ ଏବଂ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ସଂପୃକ୍ତ ଅଞ୍ଚଳ ...