ODISHA ସକାଳ ସାଢେ ୮ ସୁଦ୍ଧା ୩୬ ଡିଗ୍ରୀ ଛୁଇଁଲା ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ଅନୁଗୁଳ ATRNEWS BUREAU 25 Apr 2024 ଭୁବନେଶ୍ୱର (ଏଟିଆର ବ୍ୟୁରୋ): କଲବଲ କରୁଛି ଗ୍ରୀଷ୍ମ ପ୍ରବାହ । ସକାଳୁ ଘରୁ ପାଦ କାଢିବାକୁ ଲାଗୁଛି ଡର । ଦିନ ସାଢେ ୮ ଟା ସୁଦ୍ଧା ରେକର୍ଡ ହୋଇଥିବା ତାପମାତ୍ରା ଅନୁଯାୟୀ ୩୬ ... Read More »