ଅଧିକ ଚିକିତ୍ସା ପାଇଁ ଦିଲ୍ଲୀରୁ ହାଇଦ୍ରାବାଦ ସ୍ଥାନାନ୍ତର ହେଲେ ପିଣ୍ଟୁ ନନ୍ଦ
ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ); ଅଧିକ ଚିକିତ୍ସା ପାଇଁ ଦିଲ୍ଲୀର ଘରୋଇ ହସ୍ପିଟାଲରୁ ହାଇଦ୍ରାବାଦକୁ ସ୍ଥାନାନ୍ତର ହେଲେ ଓଲିଉଡ ଅଭିନେତା ପିଣ୍ଟୁ ନନ୍ଦ । ପରିବାରର କାହା ସହିତ ଲିଭର ମ୍ୟାଚ ନକରିବାରୁ ହାଇଦ୍ରାବାଦର କାଡଭ୍ରାରିକ ...