ଆମେରିକା ରାଷ୍ଟ୍ରପତି ଜୋ ବିଡେନଙ୍କ ପତ୍ନୀଙ୍କୁ ୭.୫ କ୍ୟାରେଟର ହୀରା ଉପହାର ଦେଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ୩ ଦିନିଆ ଆମେରିକା ଗସ୍ତରେ ପ୍ରଧାନମନ୍ତ୍ରୀ । ଏହି ଅବସରରେ ସେ ଆମେରିକା ରାଷ୍ଟ୍ରପତି ଜୋ ବିଡେନଙ୍କୁ ସାକ୍ଷାତ କରି ଉପହାର ଦେଇଛନ୍ତି । ଆମେରିକାର ପ୍ରଥମ ମହିଳା ତଥା ...