ମହାମାରୀରେ ପିତାମାତାଙ୍କୁ ହରାଇଥିବା ପିଲାମାନଙ୍କୁ ମାଗଣାରେ ଶିକ୍ଷା ଯୋଗାଇ ଦେବା ପାଇଁ ସରକାରଙ୍କୁ ନିବେଦନ କଲେ ସୋନୁ ସୁଦ୍
ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ କରୋନା ସ୍ଥିତି ଜଟିଳ । ସଂକ୍ରମିତଙ୍କ ସହିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଏଭଳି ପରିସ୍ଥିତିରେ ରୋଗୀଙ୍କୁ ସାହାଯ୍ୟ କରିବା ପାଇଁ କିିଛି ଲୋକ ଆସି ...