ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ
ଏଟିଆର ବ୍ୟିୁରୋ: ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥା ଶୃଙ୍ଖଳିତ କରିବା ନେଇ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଆଜି ସମୀକ୍ଷା ବୈଠକ କରିବେ । ସର୍କିଟ ହାଉସ ସମ୍ମିଳନୀ କକ୍ଷରେ ଅପରାହ୍ନ ୫ଟାରେ ହେବାକୁ ଥିବା ...