ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ କଂଗ୍ରେସ ନେତା ରେଭନ୍ତ ରେଡ୍ଡୀ
ଏଟିଆର ବ୍ୟୁରୋ: କଂଗ୍ରେସ ନେତା ରେଭନ୍ତ ରେଡ୍ଡୀ ଆଜି ତେଲେଙ୍ଗାନାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ତାମିଲନାଡୁ ରାଜ୍ୟପାଳ ସୁନ୍ଦରରାଜନ ତାଙ୍କ ଶପଥ ପାଠ କରାଇଛନ୍ତି । ହାଇଦ୍ରାବାଦର ଲାଲବାହାଦୂର ଷ୍ଟାଡିୟମରେ ଆୟୋଜିତ ...