INTERNATIONAL NEWS ସେପ୍ଟମ୍ବରରେ ଭାରତ ଆସିବେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ATRNEWS BUREAU 23 Aug 2023 ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଆସନ୍ତା ମାସରେ ଭାରତ ଆସିବେ । ରାଜଧାନୀ ଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ଜି-୨୦ ସମ୍ମିଳନୀରେ ଯୋଗ ଦେବା ପାଇଁ ବାଇଡେନ ଭାରତ ଆସିବେ ... Read More »