ଉପରାଷ୍ଟ୍ରପତି ନିର୍ବାଚନ: ନାମାଙ୍କନ ଦାଖଲ କଲେ ଏନଡିଏ ପ୍ରାର୍ଥୀ ଜଗଦୀପ ଧନଖଡ
ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥା ଭାବେ ଜଗଦୀପ ଧନଖଡ ଆଜି ନାମାଙ୍କନ ଦାଖଲ କରିଛନ୍ତି । ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ୍ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ...