ହାଇଡ୍ରୋକ୍ସିକ୍ଲୋରୋକୁଇନ୍ ଉପରେ ରୋକ୍ ଲଗାଇଲା ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ
ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): କରୋନା ରୋଗୀଙ୍କ ଚିକିତ୍ସାରେ ବ୍ୟବହାର ହେଉଥିବା ହାଇଡ୍ରୋକ୍ସିକ୍ଲୋରୋକୁଇନ୍ ଉପରେ ଏବେ ଅସ୍ଥାୟୀ ଭାବେ ରୋକ୍ ଲଗାଇଛି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ । ଏନେଇ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚଓ) ର ...