କେନ୍ଦ୍ରାପଡା ( ଏଟିଆର ବ୍ୟୁରୋ): ପରଲୋକରେ ବିଜେଡିର ବରିଷ୍ଠ ନେତା ବେଦ ପ୍ରକାଶ ଅଗ୍ରୱାଲ । ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ତାଙ୍କର ପରଲୋକ ହୋଇଛି । ସେ ଦୀର୍ଘଦିନ ହେଲା ଅସୁସ୍ଥ ଥିଲେ । ଚଳିତ ବର୍ଷ ପାଇଁ ସେ କେନ୍ଦ୍ରାପଡାର ପାଟକୁରାରୁ ବିଜେଡିର ବିଧାୟ୍ରକ ପ୍ରାର୍ଥୀ ହୋଇଥିଲେ । ସେ ପୂର୍ବରୁ ୨୦୦୯ ଓ୨୦୧୪ ରେ ମଧ୍ୟ ପାଟକୁରାର ବିଧାୟକ ଥିଲେ । ବିଜୁ ପଟ୍ଟନାୟକଙ୍କ ସମୟରେ ସେ ମନ୍ତ୍ରୀ ମଧ୍ୟ ହୋଇଥିଲେ । ସେ ବିଜେଡିର ବହୁ ଗରୁତ୍ୱପୂର୍ଣ୍ଣ ପଦ ପଦବୀରେ ରହିଥିଲେ । ଶ୍ରୀ ଅଗ୍ରୱାଲଙ୍କ ବିୟୋଗରେ କେନ୍ଦ୍ରାପଡା ଜିଳ୍ଲାରେ ଶୋକର ଛାୟା ଖେଳି ଯାଇଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024